John 13:19 — Compare Translations

7 translations compared side by side

Odia - 1840
"ବର୍ତ୍ତମାନ ଏହା ନ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଏକଥା କହୁଛି। ତେଣୁ ଯେତବେେଳେ ଏହା ଘଟିବ, ତୁମ୍ଭେ ବିଶ୍ବାସ କରିବ, ମୁଁ ସହେି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ଵାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଘଟିବା ପୂର୍ବରୁ ମୁଁ ତୁମ୍ଭମାନଢ଼ଙ୍କୁ ଜଣାଇ ଦେଉଛି। ଯେତେବେଳେ ତାହା ଘଟିବ, ତୁମେ ବିଶ୍ୱାସ କରିବ ଯେ, ‘ମୁଁ ହେଉଛି ସେହି’।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଏହା ନ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଏ କଥା କହୁଛି। ତେଣୁ ଯେତେବେଳେ ଏହା ଘଟିବ, ତୁମ୍ଭେ ବିଶ୍ୱାସ କରିବ, ମୁଁ ସେହି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି।
Odia IRV 2017 (ଓଡିଆ ବାଇବେଲ)
ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆ ಘಡುಚ್ಯಾ ಅದ್ದಿಚ್ ಹೆ ಸಗ್ಳೆ ಮಿಯಾ ತುಮ್ಕಾ ಸಾಂಗುಕ್ ಲಾಗ್ಲಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಹೆ ಘಡಲ್ಲ್ಯಾ ತನ್ನಾ, ಮನುನ್ ತುಮಿ ವಿಶ್ವಾಸ್ ಕರುಚೆ ಮಿಯಾಚ್ ತೊ ಹೊತ್ತೊ.