John 13:2 — Compare Translations
7 translations compared side by side
Odia - 1840
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସନ୍ଧ୍ଯା ଭୋଜନ ରେ ବସିଥିଲେ। ଶିମାନରେ ପୁତ୍ର ଈଷ୍କରିଯୋଥ ୟିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧ ରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଦିନ ଯୀଶୁ ଓ ତାଙ୍କ ଶିଷ୍ୟମାନେ ରାତ୍ରିଭୋଜନରେ ବସିଥିଲେ। ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିବା ପାଇଁ ଶିମୋନର ପୁତ୍ର ଇଷ୍କରିୟୋଥ ଯିହୁଦାକୁ ଶୟତାନ ପ୍ରବର୍ତ୍ତାଇ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
Odia IRV 2017 (ଓଡିଆ ବାଇବେଲ)
ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ತೆಚಿ ಶಿಸಾ ಸಾಂಚೆ ಜೆವಾನ್ ಕರುಕ್ ಲಾಗಲ್ಲ್ಯಾನಿ. ತನ್ನಾ ಅದ್ದಿಚ್ ಗಿರೊ ಜೆಜುಕ್ ಧರುನ್ ದಿವ್ಚೆ ಮನ್ತಲಿ ಯೆವ್ಜನ್ ಸಿಮಾವ್ ಇಸ್ಕರಿಯೊತಾಚ್ಯಾ ಲೆಕಾಚ್ಯಾ ಜುದಾಸಾಚ್ಯಾ ಮನಾತ್ ಘಾಟಲ್ಲ್ಯಾನ್.