John 13:20 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେତେ ପଠାଇଥିବା ବ୍ଯକ୍ତିକୁ ୟିଏ ଗ୍ରହଣ କରେ ସେ ମାେତେ ଗ୍ରହଣ କରେ। ମାେତେ ଯେଉଁ ଲୋକ ଗ୍ରହଣ କରେ, ସେ ମାରେ ପ୍ ରରଣକେର୍ତ୍ତାଙ୍କୁ ମଧ୍ଯ ଗ୍ରହଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣଣକରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ମୋ’ ଦ୍ୱାରା ପ୍ରେରିତ ଜଣେ ବ୍ୟକ୍ତିର ଯେ ଆତିଥ୍ୟ କରେ, ସେ ମୋର ଆତିଥ୍ୟ କରେ ଏବଂ ଯେ ମୋତେ ଗ୍ରହଣ କରେ, ସେ ମୋର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ମୋତେ ପଠାଇଥିବା ବ୍ୟକ୍ତିକୁ ଯିଏ ଗ୍ରହଣ କରେ ସେ ମୋତେ ଗ୍ରହଣ କରେ। ମୋତେ ଯେଉଁ ଲୋକ ଗ୍ରହଣ କରେ, ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।”
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆ ಅಸಲ್ಲೆ ಸಾಂಗುಕ್ ಲಾಗ್ಲಾ “ಜೊ ಕೊನ್ ಮಿಯಾ ಧಾಡ್ವಲ್ಲ್ಯಾಕ್, ಸ್ವಿಕಾರ್ ಘೆತಾ, ತೊ ಮಾಕಾಚ್ ಸ್ವಿಕಾರ್ ಕರ್ತಾ” ಮನುನ್ ಸಾಂಗ್ಲ್ಯಾನ್.