John 13:21 — Compare Translations
7 translations compared side by side
Odia - 1840
"ଯୀଶୁ ଏକଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତ ରେ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନଙ୍କ ମଧ୍ଯରୁ ଜଣେ ମାେ ବିରୁଦ୍ଧ ରେ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହିସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବମ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ପରେ ଯୀଶୁ ଦୁଃଖରେ ବ୍ୟାକୁଳ ହୋଇ ପ୍ରକାଶ୍ୟରେ କହିଲେ, “ମୁଁ ସତ୍ୟ କହୁଛି, ତୁମ ମଧ୍ୟରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବାକୁ ଯାଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କ ବିଶ୍ୱାସଘାତକ ବିଷୟରେ କହିଲେ ଯୀଶୁ ଏ କଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋ’ ବିରୁଦ୍ଧରେ ଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಸಾಂಗುನ್ ಸರಲ್ಲ್ಯಾ ಮಾನಾ, ಜೆಜು ದುಕಾನಿ ಭರಲ್ಲೊ ತನ್ನಾ ತೆನಿ “ಮಿಯಾ ತುಮ್ಕಾ ಖರೆ ಹೊತ್ತೆ ಸಾಂಗುಕ್ ಲಾಗ್ಲಾ, ತುಮ್ಚ್ಯಾತ್ಲೊ ಎಕ್ಲೊ ಮಾಕಾ ಘಾತ್ ಕರುನ್ ಧರುನ್ ದಿನಾರ್ ಹಾಯ್” ಮಟ್ಲ್ಯಾನ್.