John 13:22 — Compare Translations
7 translations compared side by side
Odia - 1840
"ଯୀଶୁଙ୍କର ଶିଷ୍ଯମାନେ ସମସ୍ତେ ପରସ୍ପରକୁ ଚାହିଁଲେ। ସମାନେେ ବୁଝି ପାରିଲେ ନାହିଁ ଯେ ଯୀଶୁ କାହା ବିଷୟ ରେ କହୁଛିନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କାହା ସମ୍ଵନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାହାକୁ ଲକ୍ଷ୍ୟ କରି ଯୀଶୁ ଏ କଥା କହିଲେ, ବୁଝି ନ ପାରି ଶିଷ୍ୟମାନେ ପରସ୍ପରକୁ ଚାହିଁଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ଶିଷ୍ୟମାନେ ସମସ୍ତେ ପରସ୍ପରକୁ ଗ୍ଭହିଁଲେ। ସେମାନେ ବୁଝି ପାରିଲେ ନାହିଁ ଯେ ଯୀଶୁ କାହା ବିଷୟରେ କହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾ ಎಕಾಮೆಕಾಕ್ನಿ ಬಗುಕ್ ಪಡ್ಲಿ ಅನಿ ಕೊನ್ ಅಶಿಲ್ ತೊ ಮನ್ತಲ್ಯಾ ಗೊಂದಳಾತ್ ಪಡ್ಲಿ.