John 13:25 — Compare Translations
7 translations compared side by side
Odia - 1840
"ସେ ଷ୍ଯ ଜଣକ ଯୀଶୁଙ୍କର ବକ୍ଷସ୍ଥଳ ରେ ଆହୁରି ଆଉଜି ପଡି ପଚାରିଲେ, ପ୍ରଭୁ କିଏ ତୁମ୍ଭ ବିରୁଦ୍ଧ ରେ ୟିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେହିପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୋ, ସେ କିଏ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଶିଷ୍ୟଟି ଯୀଶୁଙ୍କ ପାଖକୁ ଆହୁରି ଟିକିଏ ଲାଗି ଆସି ପଚାରିଲା, “ସେ କିଏ ପ୍ରଭୁ?”
Odia Bible ERV 2004 (ପବିତ୍ର ବାଇବଲ)
ସେ ଶିଷ୍ୟ ଜଣକ ଯୀଶୁଙ୍କର ବକ୍ଷସ୍ଥଳରେ ଆହୁରି ଆଉଜି ପଡ଼ି ପଗ୍ଭରିଲେ, “ପ୍ରଭୁ କିଏ ତୁମ୍ଭ ବିରୁଦ୍ଧରେ ଯିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?
Odia IRV 2017 (ଓଡିଆ ବାଇବେଲ)
ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತೊ ಶಿಸ್ ಜೆಜುಚ್ಯಾ ಜಗ್ಗೊಳ್ ಬಾಗ್ಲೊ ಅನಿ,“ಧನಿಯಾ ಕೊನ್ ತೊ?” ಮನುನ್ ಇಚಾರ್ಲ್ಯಾನ್.