John 13:27 — Compare Translations

7 translations compared side by side

Odia - 1840
"ୟିହୂଦା ରୋଟୀ ନଲୋ ବେଳେ ଶୟତାନ ତା' ଭିତ ରେ ପ୍ରବେଶ କଲା। ଯୀଶୁ ୟିହୂଦାକୁ କହିଲେ, ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରୋଟୀଖଣ୍ତକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୁଦା ରୁଟି ଖଣ୍ଡକ ଗ୍ରହଣ କରିବା ସମୟରେ ତା’ ଅନ୍ତରରେ ଶୟତାନ ପ୍ରବେଶ କଲା ଏବଂ ଯୀଶୁ ତାକୁ କହିଲେ: “ଯାହା କରିବାକୁ ଯାଉଛ, ଶୀଘ୍ର କର।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦା ରୋଟୀ ନେଲା ବେଳେ ଶୟତାନ ତା’ ଭିତରେ ପ୍ରବେଶ କଲା। ଯୀଶୁ ଯିହୂଦାକୁ କହିଲେ, “ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାହାକୁ କହିଲେ, “ଯାହା କରୁଅଛ, ତାହା ଶୀଘ୍ର କର।”
Odia IRV 2017 (ଓଡିଆ ବାଇବେଲ)
ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ದಿಲ್ಲೊ ಭಾಕ್ರಿಚೊ ತುಕ್ಡೊ ಘೆಟಲ್ಲ್ಯಾ ತನ್ನಾಚ್ ಜುದಾಸಾಚ್ಯಾ ಮನಾತ್ ಸೈತಾನ್ ಗುಸ್ಲೊ, ತನ್ನಾ ಜೆಜುನ್ ತೆಕಾ “ತಿಯಾ ಕಾಯ್ ಕರ್‍ತಲೆ ಹಾಯ್ ತೆ ಲಗ್ಗುಲಗ್ಗುನಾ ಕರ್!” ಮಟ್ಲ್ಯಾನ್.