John 13:29 — Compare Translations
7 translations compared side by side
Odia - 1840
"ୟିହୂଦା ଦଳର ସାମୂହିକ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ତେଣୁ କେତକେ ଶିଷ୍ଯ ଭାବିଲେ ଯେ ଯୀଶୁ ତାକୁ ପର୍ବ ପାଇଁ କିଛି କିଣିବାକୁ କହିଲେ। କିଅବା ସମାନେେ ଏକଥା ମଧ୍ଯ ଭାବିଲେ, ଯୀଶୁ ବୋଧେ ୟିହୂଦାକୁ ଦରିଦ୍ରମାନଙ୍କୁ କିଛି ଦାନ ଦବୋ ପାଇଁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ଵା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୁଦା ହାତରେ ଟଙ୍କା ଥଳୀ ଥିବାରୁ କେତେକ ଶିଷ୍ୟ ବିଚାରିଲେ, ଉତ୍ସବ ପାଇଁ କିଛି ଦରକାରୀ ଜିନିଷ କିଣିବାକୁ କିମ୍ବା ଗରିବମାନଙ୍କୁ କିଛି ଦାନ ଦେବା ପାଇଁ ଯୀଶୁ ତାକୁ ନିର୍ଦ୍ଦେଶ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦା ଦଳର ସାମୂହିକ ଟଙ୍କା-ବାକ୍ସ ନିଜ ପାଖରେ ରଖୁଥିଲା। ତେଣୁ କେତେକ ଶିଷ୍ୟ ଭାବିଲେ ଯେ ଯୀଶୁ ତାକୁ ପର୍ବ ପାଇଁ କିଛି କିଣିବାକୁ କହିଲେ। କିଅବା ସେମାନେ ଏ କଥା ମଧ୍ୟ ଭାବିଲେ, ଯୀଶୁ ବୋଧେ ଯିହୂଦାକୁ ଦରିଦ୍ରମାନଙ୍କୁ କିଛି ଦାନ ଦେବା ପାଇଁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାହାକୁ କହିଲେ ବୋଲି କେହି କେହି ମନେ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚೆಕ್ಡೆ ಹೊತ್ತ್ಯಾ ಪೈಶಾಂಚಿ ಜವಾಬ್ದಾರಿ ಜುದಾಸ್ ಬಗುನ್ ಘೆಯ್, ತಸೆಮನುನ್ ಉಲ್ಲ್ಯಾ ಶಿಸಾನಿ ಸನಾಕ್ ಪಾಜೆ ಹೊಲ್ಲೆ ಸಗ್ಳೆ ಹಾನ್, ನಾಹೊಲ್ಯಾರ್ ಕಾಯ್ಬಿ ಇಕಾತ್ ಹಾನುನ್ ಗರಿಬಾಕ್ನಿ ದಿವ್ಕ್ ಮನುನ್ ಜೆಜು ಜುದಾಸಾಕ್ ಸಾಂಗುಕ್ ಲಾಗ್ಲಾ ಮನುನ್ ಚಿಂತ್ಲ್ಯಾನಿ.