John 13:3 — Compare Translations

7 translations compared side by side

Odia - 1840
"ପରମପିତା ଯୀଶୁଙ୍କୁ ସବୁ ବିଷୟ ରେ କ୍ଷମତା ଦଇେଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ବରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ଯ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫରେିଯାଉଛନ୍ତି ବୋଲି ମଧ୍ଯ ଜାଣିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ଵରଙ୍କ ନିକଟରୁ ଆସିଅଛନ୍ତି, ପୁଣି ଈଶ୍ଵରଙ୍କ ନିକଟକୁ ଯାଉଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଜାଣିଥିଲେ, ପିତା ଈଶ୍ୱର ତାଙ୍କ ହାତରେ ସମ୍ପୂର୍ଣ୍ଣ କ୍ଷମତା ନ୍ୟସ୍ତ କରିଛନ୍ତି ଏବଂ ସେ ଈଶ୍ୱରଙ୍କଠାରୁ ଆଗତ ଓ ଈଶ୍ୱରଙ୍କ ନିକଟକୁ ଫେରିଯିବେ।
Odia Bible ERV 2004 (ପବିତ୍ର ବାଇବଲ)
ପରମପିତା ଯୀଶୁଙ୍କୁ ସବୁ ବିଷୟରେ କ୍ଷମତା ଦେଇଥିଲେ। ଯୀଶୁ ଏହା ଜାଣିଥିଲେ। ସେ ପରମେଶ୍ୱରଙ୍କଠାରୁ ଆସିଛନ୍ତି, ବୋଲି ମଧ୍ୟ ଜାଣିଥିଲେ। ସେ ତାହାଙ୍କ ପାଖକୁ ଫେରିଯାଉଛନ୍ତି ବୋଲି ମଧ୍ୟ ଜାଣିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ୱରଙ୍କ ନିକଟକୁ ଯାଉଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ಗೊತ್ತ್ ಹೊತ್ತೆ ಬಾಬಾನ್ ಸಗ್ಳೊ ಅದಿಕಾರ್ ಅಪ್ನಾಕ್ ದಿಲ್ಯಾನಾಯ್, ಅನಿ ಅಪ್ನಿ ದೆವಾಕ್ನಾ ಯೆಲಾ, ಅನಿ ದೆವಾಕ್ಡೆಚ್ ಜಾವ್ಕ್ ಲಾಗ್ಲಾ ಮನ್ತಲೆ ಗೊತ್ತ್ ಹೊತ್ತೆ.