John 13:32 — Compare Translations

7 translations compared side by side

Odia - 1840
"ଯଦି ପରମେଶ୍ବର ତାହାଙ୍କ ମାଧ୍ଯମ ରେ ଗୌରବ ଅର୍ଜ୍ଜନ କରନ୍ତି, ତବେେ ପରମେଶ୍ବର ତାହାଙ୍କଠା ରେ ପୁତ୍ରଙ୍କୁ ଗୌରବ ଦବେେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବନ୍ବିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ଈଶ୍ଵର ତାହାଙ୍କଠାରେ ମହିମାନ୍ଵିତ ହେଲେ, ତେବେ ଈଶ୍ଵର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ଵିତ କରିବେ, ପୁଣି ଶୀଘ୍ର ତାହାଙ୍କୁ ମହିମାନ୍ଵିତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ ଯଦି ଈଶ୍ୱର ମନୁଷ୍ୟପୁତ୍ର ଦ୍ୱାରା ମହିମାନ୍ୱିତ ହେବେ, ଈଶ୍ୱର ନିଜ ମହିମାରେ ମନୁଷ୍ୟପୁତ୍ରଙ୍କୁ ମହିମାନ୍ୱିତ କରିବେ। ଶୀଘ୍ର ସେ ଏହା କରିବାକୁ ଯାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପରମେଶ୍ୱର ତାହାଙ୍କ ମାଧ୍ୟମରେ ଗୌରବ ଅର୍ଜ୍ଜନ କରନ୍ତି, ତେବେ ପରମେଶ୍ୱର ତାହାଙ୍କଠାରେ ପୁତ୍ରଙ୍କୁ ଗୌରବ ଦେବେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବାନ୍ୱିତ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଈଶ୍ବର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ବର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಮಹಿಮಾ ತೆಚೆ ವೈನಾ ದಿಸುನ್ ಯೆತಾ ಹೊಲ್ಯಾರ್ ದೆವ್ ಅಪ್ನಿಚ್ ಮಾನ್ಸಾಚ್ಯಾಲೆಕಾಚಿ ಮಹಿಮಾ ತ್ಯೆಚ್ಯಾ ಭುತ್ತುರ್ ಧಾಕ್ವುನ್ ದಿತಾ. ಅನಿ ಹೆ ತಾಬೊಡ್ತೊಬ್ ತೊ ಕರ್‍ತಾ.