John 13:33 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ମାରେ ସନ୍ତାନମାନେ, ମୁଁ ତୁମ୍ଭମାନଙ୍କ ସହିତ ମାତ୍ର ଅଳ୍ପ ସମୟ ପାଇଁ ରହିବି। ତୁମ୍ଭେ ମାେତେ ଖାଜେିବ। ମୁଁ ଯିହୂଦୀମାନଙ୍କୁ ଯାହା କହିଛି, ତାହା ମୁଁ ବର୍ତ୍ତମାନ ତୁମ୍ଭକୁ କହୁଛି। ମୁଁ ଯେଉଁଠିକୁ ଯାଉଛି, ତୁମ୍ଭେ ସଠାେକୁ ଆସିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି । ତୁମ୍ଭେମାନେ ମୋହର ଅନ୍ଵେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାମାନେ! ମୁଁ ତୁମ ସଙ୍ଗରେ ଆଉ ବେଶୀ ସମୟ ରହିବି ନାହିଁ। ତୁମେ ମୋତେ ଖୋଜିବ, କିନ୍ତୁ ମୁଁ ଯେଉଁଠାକୁ ଯାଉଛି, ତୁମେ ସେଠାକୁ ଯାଇ ପାରିବ ନାହିଁ- ଏ ବିଷୟରେ ଇହୁଦୀ କର୍ତ୍ତୃପକ୍ଷଙ୍କୁ ଯାହା କହିଥିଲି, ବର୍ତ୍ତମାନ ତୁମକୁ ଆଉ ଥରେ ତାହା କହୁଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ମୋର ସନ୍ତାନମାନେ, ମୁଁ ତୁମ୍ଭମାନଙ୍କ ସହିତ ମାତ୍ର ଅଳ୍ପ ସମୟ ପାଇଁ ରହିବି। ତୁମ୍ଭେ ମୋତେ ଖୋଜିବ। ମୁଁ ଯିହୂଦୀମାନଙ୍କୁ ଯାହା କହିଛି, ତାହା ମୁଁ ବର୍ତ୍ତମାନ ତୁମ୍ଭକୁ କହୁଛି। ମୁଁ ଯେଉଁଠିକୁ ଯାଉଛି, ତୁମ୍ଭେ ସେଠାକୁ ଆସିପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି। ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୁଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି।
Odia IRV 2017 (ଓଡିଆ ବାଇବେଲ)
ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି । ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୂଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪೊರಾನೊ, ಮಿಯಾ ಅನಿ ಲೈ ಎಳ್ ತುಮ್ಚ್ಯಾ ವಾಂಗ್ಡಾ ರ್‍ಹಾಯ್ನಾ ತುಮಿ ಮಾಜಿ ವಾಟ್ ಬಗುನ್ಗೆತ್ ರ್‍ಹಾತ್ಯಾಶಿ, ಖರೆ ಅತ್ತಾ ಮಿಯಾ ತುಮ್ಕಾ ಜುದೆವಾಚ್ಯಾ ಫುಡಾರ್‍ಯಾಕ್ನಿ ಸಾಂಗಲ್ಲೆಚ್ ಸಾಂಗ್ತಾ ಮಿಯಾ ಜಾವ್ಕ್ ಲಾಗ್ಲಾ ಥೈ ತುಮ್ಚ್ಯಾನ್ ಜಾವ್ಕ್ ಹೊಯ್ನಾ.