John 13:34 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ ରମେ କରୁଛି, ତୁମ୍ଭମାନେେ ପରସ୍ପରକୁ ସହେିପରି ପ୍ ରମେ କରିବା ଉଚିତ୍ ା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବେ ତୁମକୁ ମୁଁ ଗୋଟିଏ ନୂଆ ଆଜ୍ଞା ଦେଉଛି; ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରିଛି, ତୁମେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କରିବା ଉଚିତ୍।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ଗୋଟିଏ ନୂତନ ଆଜ୍ଞା ଦେଉଛି। ତୁମ୍ଭେମାନେ ପରସ୍ପରକୁ ପ୍ରେମ କର। ମୁଁ ତୁମ୍ଭମାନଙ୍କୁ ଯେପରି ପ୍ରେମ କରୁଛି, ତୁମ୍ଭେମାନେ ପରସ୍ପରକୁ ସେହିପରି ପ୍ରେମ କରିବା ଉଚିତ୍ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅತ್ತಾ ಮಿಯಾ ತುಮ್ಕಾ ಎಕ್ ನ್ಹವೊ ಖಾಯ್ದೊ ದಿತಾ, ಮಿಯಾ ಕಸೊ ತುಮ್ಚೊ ಪ್ರೆಮ್ ಕರ್‍ಲೊ. ತಸೆ ತುಮಿ ಎಕಾಮೆಕಾಚೊ ಪ್ರೆಮ್ ಕರಾ, ತುಮಿ ಎಕಾಮೆಕಾಚೊ ಪ್ರೆಮ್ ಕರುಕುಚ್ ಪಾಜೆ ಮನುನುಚ್ ಮಿಯಾ ತಸೆ ಕರ್‍ಲೊ.