John 13:35 — Compare Translations

7 translations compared side by side

Odia - 1840
"ତୁମ୍ଭେ ଯଦି ପରସ୍ପରକୁ ପ୍ ରମେ କରିବ, ତବେେ ସମସ୍ତେ ଜାଣିବେ ଯେ ତୁମ୍ଭମାନେେ ମାରେ ଶିଷ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଦ୍ଵାରା ଜ୍ଞାତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ପରସ୍ପର ପ୍ରତି ତୁମର ପ୍ରେମ ଥାଏ, ସମସ୍ତେ ଜାଣିବେ, ତୁମ୍ଭେମାନେ ମୋର ଶିଷ୍ୟ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ପରସ୍ପରକୁ ପ୍ରେମ କରିବ, ତେବେ ସମସ୍ତେ ଜାଣିବେ ଯେ ତୁମ୍ଭେମାନେ ମୋର ଶିଷ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ୱାରା ଜ୍ଞାତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଵାରା ଜ୍ଞାତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕಾ ಎಳಾರ್ ತುಮಿ ಎಕಾಮೆಕಾಚೊ ಪ್ರೆಮ್ ಕರ್ಲ್ಯಾಶಿ ತರ್, ತುಮಿ ಮಾಜಿ ಶಿಸಾ ಮನುನ್ ಸಗ್ಳ್ಯಾಕ್ನಿ ಕಳ್ತಾ.