John 13:36 — Compare Translations
7 translations compared side by side
Odia - 1840
"ଶିମାନେ ପିତର ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ତୁମ୍ଭେ କେଉଁଆଡେ ଯାଉଛ? ଯୀଶୁ ଉତ୍ତର ଦେଲେ ମୁଁ ଯେଉଁ ଆଡେ ଯାଉଛି ତୁମେ ମାରେ ପେଛ ପେଛ ଏବେ ସଠାେକୁ ଯାଇ ପାରିବ ନାହିଁ। କିନ୍ତୁ ପରେ ତୁମେ ମାରେ ଅନୁଗମନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମୋନ ପିତର ପଚାରିଲେ: “ଆପଣ କେଉଁଠାକୁ ଯିବେ ପ୍ରଭୁ?” ଯୀଶୁ ଉତ୍ତର ଦେଲେ: “ମୁଁ ଯେଉଁଠିକି ଯିବି, ସେଠାକୁ ତୁମେ ବର୍ତ୍ତମାନ ଯାଇପାରିବ ନାହିଁ, କିନ୍ତୁ ପରେ ମୋର ଅନୁଗମନ କରିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ ଯେ ପିତର ତାହାଙ୍କୁ ଅସ୍ୱୀକାର କରିବେ ଶିମୋନ ପିତର ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ତୁମ୍ଭେ କେଉଁଆଡ଼େ ଯାଉଛ?” ଯୀଶୁ ଉତ୍ତର ଦେଲେ “ମୁଁ ଯେଉଁଆଡ଼େ ଯାଉଛି ତୁମେ ମୋର ପଛେ ପଛେ ଏବେ ସେଠାକୁ ଯାଇ ପାରିବ ନାହିଁ। କିନ୍ତୁ ପରେ ତୁମେ ମୋର ଅନୁଗମନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ।”
Odia IRV 2017 (ଓଡିଆ ବାଇବେଲ)
ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಿಮಾವ್ ಪೆದ್ರುನ್,“ಧನಿಯಾ ತಿಯಾ ಖೈ ಜಾವ್ಲೆಯ್?” ಮನುನ್ ಇಚಾರ್ಲ್ಯಾನ್, ತನ್ನಾ ಜೆಜುನ್, “ಮಿಯಾ ಜಾವ್ಕ್ ಲಾಗ್ಲಾ ಥೈ ತುಕಾ ಮಾಜ್ಯಾ ಫಾಟ್ನಾ ಯೆವ್ಕ್ ಹೊಯ್ನಾ”, “ಖರೆ ಮಾನಾ ತಿಯಾ ಮಾಜ್ಯಾ ಫಾಟ್ನಾ ಯೆತೆಯ್” ಮನುನ್ ಜಬಾಬ್ ದಿಲ್ಯಾನ್.