John 13:37 — Compare Translations

7 translations compared side by side

Odia - 1840
"ପିତର ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ତୁମ୍ଭର ପେଛ ପେଛ ଯାଇ ପାରିବି ନାହିଁ? ମୁଁ ତୁମ୍ଭ ପାଇଁ ମରିବାକୁ ମଧ୍ଯ ପ୍ରସ୍ତୁତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର କହିଲେ, “କାହିଁକି ବର୍ତ୍ତମାନ ଆପଣଙ୍କର ଅନୁଗମନ କରିପାରିବି ନାହିଁ ପ୍ରଭୁ? ଆପଣଙ୍କ ପାଇଁ ମୁଁ ମରିବାକୁ ପ୍ରସ୍ତୁତ।”
Odia Bible ERV 2004 (ପବିତ୍ର ବାଇବଲ)
ପିତର ପଗ୍ଭରିଲେ, “ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ତୁମ୍ଭର ପଛେ ପଛେ ଯାଇ ପାରିବି ନାହିଁ? ମୁଁ ତୁମ୍ଭ ପାଇଁ ମରିବାକୁ ମଧ୍ୟ ପ୍ରସ୍ତୁତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।
Odia IRV 2017 (ଓଡିଆ ବାଇବେଲ)
ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್ “ಧನಿಯಾ ಕಶ್ಯಾಕ್ ಮಿಯಾ ತುಜ್ಯಾ ಫಾಟ್ನಾ ಯೆವ್ಕ್ ಹೊಯ್ನಾ?” ಮನುನ್ ಇಚಾರ್‍ಲ್ಯಾನ್, ಅನಿ “ಮಿಯಾ ತುಜ್ಯಾಸಾಟಿ ಮರುಕ್ ಸೈತ್ ತಯಾರ್ ಹಾಂವ್” ಮಟ್ಲ್ಯಾನ್.