John 13:4 — Compare Translations

7 translations compared side by side

Odia - 1840
"ସମାନେେ ଖାଇବା ସମୟରେ ଯୀଶୁ ଠିଆ ହାଇେ ପିନ୍ଧିଥିବା ଲମ୍ବା ପୋଷାକଟି ଖାଲିେ ଦେଲେ। ସେ ଅଣ୍ଟା ରେ ଗୋଟିଏ ତଉଲିଆ ଗୁଡଇେ ହାଇେ ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟୀ ବନ୍ଧନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯୀଶୁ ଆସନରୁ ଉଠିଯାଇ ତାଙ୍କ ଉତ୍ତରୀୟ ବାହାର କରିଦେଲେ ଓ ଅଣ୍ଟାରେ ଗୋଟିଏ ଗାମୁଛା ବାନ୍ଧିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଖାଇବା ସମୟରେ ଯୀଶୁ ଠିଆ ହୋଇ ପିନ୍ଧିଥିବା ଲମ୍ବା ପୋଷାକଟି ଖୋଲିଦେଲେ। ସେ ଅଣ୍ଟାରେ ଗୋଟିଏ ତଉଲିଆ ଗୁଡ଼େଇ ହୋଇ ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತೊ ಜೆವ್ನಾಕ್ ಬಸಲ್ಲ್ಯಾಕ್ನಾ ಉಟ್ಲೊ, ಅಪ್ನಾಚಿ ವೈಲಿ ಅಂಗಿ ಕಾಡ್ಲ್ಯಾನ್, ಅನಿ ಕಂಬ್ರೆಕ್ ಎಕ್ ಟಿವಾಲೊ ಭಾಂದುನ್ ಘೆಟ್ಲ್ಯಾನ್.