John 13:5 — Compare Translations
7 translations compared side by side
Odia - 1840
"ତା'ପରେ ସେ ପାତ୍ର ରେ ଜଳ ଭର୍ତ୍ତି କଲେ ଓ ଶିଷ୍ଯମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟା ରେ ବାନ୍ଧିଥିବା ତଉଲିଆ ରେ ସମାନଙ୍କେର ପାଦ ପୋଛିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟୀରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ପାତ୍ରରେ କିଛି ଜଳ ଢାଳି ଶିଷ୍ୟମାନଙ୍କ ପାଦ ଧୋଇଦେଲେ ଏବଂ ଗାମୁଛାରେ ପୋଛିବାକୁ ଲାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ପାତ୍ରରେ ଜଳ ଭର୍ତ୍ତି କଲେ ଓ ଶିଷ୍ୟମାନଙ୍କର ପାଦ ଧୋଇବା ଆରମ୍ଭ କଲେ। ସେ ଅଣ୍ଟାରେ ବାନ୍ଧିଥିବା ତଉଲିଆରେ ସେମାନଙ୍କର ପାଦ ପୋଛିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಎಕ್ ಮೊಟ್ಯಾ ಅಯ್ದಾನಾತ್ ಪಾನಿ ವೊತುನ್ ಭರುನ್ ಘೆಟ್ಲ್ಯಾನ್. ಅನಿ ಅಪ್ನಾಚ್ಯಾ ಶಿಸಾಂಚೆ ಪಾಂಯೆ ಧುವ್ಕ್ ಚಾಲು ಕರ್ಲ್ಯಾನ್, ಅನಿ ಅಪ್ನಾಚ್ಯಾ ಕಂಬ್ರೆಕ್ ಭಾಂದುನ್ ಘೆಟಲ್ಲ್ಯಾ ಟಿವಾಲಾನಿ ತೆಂಚೆ ಪಾಂಯೆ ಪುಸ್ಲ್ಯಾನ್.