John 13:6 — Compare Translations

7 translations compared side by side

Odia - 1840
"ଯୀଶୁ ଶିମାନେ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, ପ୍ରଭୁ, ତୁମେ ମାରେ ପାଦ ଧୋଇବା ଉଚିତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ମୋର ପାଦ ଧୋଇଦେଉଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ପିତର ପଚାରିଲେ, “ପ୍ରଭୁ, ଆପଣ କ’ଣ ମୋର ପାଦ ଧୋଇଦେବେ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଶିମୋନ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, “ପ୍ରଭୁ, ତୁମେ ମୋର ପାଦ ଧୋଇବା ଉଚିତ୍ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೊ ಸಿಮಾವ್ ಪೆದ್ರುಕ್ಡೆ ಯೆಲೊ, ತನ್ನಾ ಪೆದ್ರುನ್ ಜೆಜುಕ್, “ಧನಿಯಾ, ತಿಯಾ ಮಾಜೆ ಪಾಯ್ ಧುತೆಯ್ ಕಾಯ್?” ಮಟ್ಲ್ಯಾನ್.