John 13:9 — Compare Translations
7 translations compared side by side
Odia - 1840
"ଶିମାନେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ତୁମେ ମାରେ ପାଦ ଧୋଇବା ପରେ ମାରେ ହାତ ଓ ମୁଣ୍ଡ ମଧ୍ଯ ଧୋଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୋ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିମୋନ ପିତର ଉତ୍ତର ଦେଲେ, “ପ୍ରଭୁ, ତା’ହେଲେ ମୋର ପାଦ କାହିଁକି, ମୋ’ ହାତ ଓ ମୁଣ୍ଡ ମଧ୍ୟ ଧୋଇ ଦିଅନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଶିମୋନ ପିତର ଉତ୍ତର ଦେଲେ, “ହେ ପ୍ରଭୁ, ତୁମେ ମୋର ପାଦ ଧୋଇବା ପରେ ମୋର ହାତ ଓ ମୁଣ୍ଡ ମଧ୍ୟ ଧୋଇ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋହର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ।
Odia IRV 2017 (ଓଡିଆ ବାଇବେଲ)
ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಿಮಾವ್ ಪೆದ್ರುನ್ “ತಸೆ ಹೊಲ್ಯಾರ್ ಧನಿಯಾ ಮಾಜೆ ಪಾಯ್ ಎವ್ಡೆಚ್ ನ್ಹಯ್! ಮಾಜಿ ಹಾತಾ ಅನಿ ಟಕ್ಲೆಬಿ ಧುವ್!” ಮಟ್ಲ್ಯಾನ್.