John 14:11 — Compare Translations
7 translations compared side by side
Odia - 1840
"ମୁଁ ପରମପିତାଙ୍କଠା ରେ ଓ ପରମପିତା ମାେ'ଠା ରେ ଅଛନ୍ତି। ତୁମ୍ଭେ ମାରେ ଏହି କଥା ବିଶ୍ବାସ କର। କିମ୍ବା ମୁଁ ଯେଉଁ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରିଛି ସେଥିପାଇଁ ବିଶ୍ବାସ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼଠାରେ ଅଛନ୍ତି, ମୋହର ଏହି କଥା ବିଶ୍ଵାସ କର, ନତୁବା କର୍ମ ଯୋଗୁ ହେଲେ ବିଶ୍ଵାସ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେ ପିତାଙ୍କଠାରେ ଓ ପିତା ମୋ’ଠାରେ ବିଦ୍ୟମାନ, ମୋର ଏ କଥାରେ ବିଶ୍ୱାସ କର। ମୋର ଏ କଥାରେ ଯଦି ବିଶ୍ୱାସ କରିବ ନାହିଁ, ମୋର କାର୍ଯ୍ୟ ଦେଖି ବିଶ୍ୱାସ କର।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମପିତାଙ୍କଠାରେ ଓ ପରମପିତା ମୋ’ଠାରେ ଅଛନ୍ତି। ତୁମ୍ଭେ ମୋର ଏହି କଥା ବିଶ୍ୱାସ କର। କିମ୍ବା ମୁଁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ କରିଛି ସେଥିପାଇଁ ବିଶ୍ୱାସ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ'ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾ ಮಾಜ್ಯಾ ಭುತ್ತುರ್ ಅನಿ ಮಿಯಾ ಬಾಬಾಚ್ಯಾ ಭುತ್ತುರ್ ಹಾಯ್ ಮನುನ್ ಮಿಯಾ ಸಾಂಗ್ತಾನಾ ಮಾಜೆ ವರ್ತಿ ವಿಶ್ವಾಸ್ ಕರಾ, ನಾಹೊಲ್ಯಾರ್, ಮಿಯಾ ಕರ್ತಲಿ ಕಾಮಾ ಸಾಕ್ಷಿ ಸಾಟ್ನಿ ಅಜಾಪಾ ಬಗುನ್ ತರ್ಬಿ ವಿಶ್ವಾಸ್ ಕರಾ.