John 14:16 — Compare Translations
7 translations compared side by side
Odia - 1840
"ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାୟ୍ଯକାରୀଙ୍କୁ ଦବେେ। ସେ ସହେି ସାହାୟ୍ଯକାରୀଙ୍କୁ ତୁମ୍ଭ ପାଖ ରେ ସର୍ବଦା ରହିବା ପାଇଁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୁଁ ପିତାଙ୍କୁ ଅନୁରୋଧ କରିବି, ପୁଣି ତୁମ୍ଭମାନଙ୍କ ସାଙ୍ଗରେ ଚିରକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ମୋ’ ପିତାଙ୍କୁ ପ୍ରାର୍ଥନା କରିବି ଓ ତୁମ୍ଭମାନଙ୍କ ସହିତ ଚିରକାଳ ରହିବା ପାଇଁ ସେ ଆଉ ଜଣେ ସହାୟକଙ୍କୁ ପ୍ରେରଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାଯ୍ୟକାରୀଙ୍କୁ ଦେବେ। ସେ ସେହି ସାହାଯ୍ୟକାରୀଙ୍କୁ ତୁମ୍ଭ ପାଖରେ ସର୍ବଦା ରହିବା ପାଇଁ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,
Odia IRV 2017 (ଓଡିଆ ବାଇବେଲ)
ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಮಾಜ್ಯಾ ಬಾಬಾಕ್ಡೆ ಇಚಾರುನ್ ಎಕ್ ಮಜತ್ ಕರ್ತಲ್ಯಾಕ್ ಧಾಡುನ್ ದಿತಾ, ತೊ ಸದಾ ಸರ್ವತಾ ತುಮ್ಚ್ಯಾ ವಾಂಗ್ಡಾಚ್ ರ್ಹಾತಾ.