John 14:17 — Compare Translations

7 translations compared side by side

Odia - 1840
"ସହେି ସାହାୟ୍ଯକାରୀ ଜଣକ ସତ୍ଯମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେ ହତେୁ ଜଗତ ତାହାଙ୍କୁ ଦେଖୁନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟ ରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ଵା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି ସେ ତୁମ୍ଭମାନଙ୍କ ଅନ୍ତରେ ରହିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ହେଉଛନ୍ତି, ‘ସତ୍ୟମୟ ଆତ୍ମା’। ଏହି ଜଗତ ତାଙ୍କୁ ଗ୍ରହଣ କରିପାରିବ ନାହିଁ, କାରଣ ଜଗତ ତାଙ୍କୁ ଦେଖିପାରିବ ନାହିଁ, କି ଚିହ୍ନି ପାରିବ ନାହିଁ। କିନ୍ତୁ ତୁମ୍ଭେମାନେ ତାଙ୍କୁ ଜାଣିବ। କାରଣ ତୁମ୍ଭମାନଙ୍କ ସହିତ ସେ ବାସ କରିବେ। ତୁମ ଅନ୍ତରରେ ସେ ରହିବେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସାହାଯ୍ୟକାରୀ ଜଣକ ସତ୍ୟମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେହେତୁ ଜଗତ ତାହାଙ୍କୁ ଦେଖୁ ନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಎಕ್ ಆತ್ಮೊ ತೊ ದೆವಾಚ್ಯಾ ವಿಶಯಾತ್ ಖರೆ ದಾಕ್ವುನ್ ದಿತಾ. ಹ್ಯೊ ಜಗ್ ತೆಕಾ ಸ್ವಿಕಾರ್ ಕರಿನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಹ್ಯೊ ಜಗ್ ತೆಕಾ ವಳ್ಕಿನಾ, ತೊ ತೆಕಾ ದಿಸಿನಾ. ಖರೆ ತುಮಿ ತೆಕಾ ವಳಕ್ತ್ಯಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ತುಮ್ಚ್ಯಾ ವಾಂಗ್ಡಾ ಜಿವನ್ ಕರ್‍ತಾ ಅನಿ ತುಮ್ಚ್ಯಾ ಭುತ್ತುರ್ ರ್‍ಹಾತಾ.