John 14:18 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ଅନାଥ ପିଲାମାନଙ୍କ ପରି ଛାଡିୟିବି ନାହିଁ। ମୁଁ ତୁମ୍ଭ ପାଖକୁ ଫରେିଆସିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ଚାଲିଗଲା ପରେ ତୁମେ ନିଃସହାୟ ହୋଇ ରହିବ ନାହିଁ। ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ଅନାଥ ପିଲାମାନଙ୍କ ପରି ଛାଡ଼ିଯିବି ନାହିଁ। ମୁଁ ତୁମ୍ଭ ପାଖକୁ ଫେରି ଆସିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ಜಾತಾನಾ ತುಮ್ಕಾ ಅನಾಥ್ ಸರ್ಕೆ ಕರುನ್ ಸೊಡುನ್ ಜಾಯ್ನಾ, ಮಿಯಾ ಅನಿ ಪರ್ತುನ್ ತುಮ್ಚ್ಯಾಕ್ಡೆ ಯೆತಾ”.