John 14:19 — Compare Translations

7 translations compared side by side

Odia - 1840
"ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମାେତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମାେତେ ଦେଖି ପାରିବ। ତୁମ୍ଭମାନେେ ଜୀବିତ ରହିବ, କାରଣ ମୁଁ ଜୀବିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅଳ୍ପ ସମୟ ପରେ ଜଗତ ମୋତେ ଆଉ ଦେଖିବ ନାହିଁ, କିନ୍ତୁ ତୁମ୍ଭେମାନେ ଦେଖିବ ଏବଂ ଯେହେତୁ ମୁଁ ଚିରଞ୍ଜୀବୀ, ତୁମେ ମଧ୍ୟ ମୋ’ ସହିତ ଜୀବିତ ରହିବ।
Odia Bible ERV 2004 (ପବିତ୍ର ବାଇବଲ)
ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମୋତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମୋତେ ଦେଖି ପାରିବ। ତୁମ୍ଭେମାନେ ଜୀବିତ ରହିବ, କାରଣ ମୁଁ ଜୀବିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।
Odia IRV 2017 (ଓଡିଆ ବାଇବେଲ)
ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕ್ ಉಲ್ಲ್ಯಾಶ್ಯಾ ಎಳಾನ್ ಹ್ಯೊ ಜಗ್ ಮಾಕಾ ಬಗಿನಾ. ಖರೆ ತುಮಿ ಮಾಕಾ ಬಗ್ತ್ಯಾಶಿ. ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಝಿತ್ತೊ ರ್‍ಹಾತಾ ಅನಿ ತುಮಿಬಿ ಝಿತ್ತೆ ರ್‍ಹಾತ್ಯಾಶಿ.