John 14:2 — Compare Translations

7 translations compared side by side

Odia - 1840
"ମାରେ ପରମପିତାଙ୍କ ଘ ରେ ଅନକଗେୁଡିଏ ବଖରା ଅଛି। ତାହା ନ ହାଇେଥିଲେ ମୁଁ ତୁମ୍ଭକୁ ଏହା କହି ନଥାନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ସଠାେକୁ ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ପିତାଙ୍କ ଗୃହରେ ଅନେକ କୋଠରୀ ଅଛି। ସେଠାରେ ତୁମ ପାଇଁ ସ୍ଥାନ ପ୍ରସ୍ତୁତ କରିବାକୁ ମୁଁ ଯାଉଛି। ସତ୍ୟ ହୋଇ ନ ଥିଲେ, ମୁଁ ତୁମକୁ ଏ କଥା କହି ନ ଥାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପରମପିତାଙ୍କ ଘରେ ଅନେକଗୁଡ଼ିଏ ବଖରା ଅଛି। ତାହା ନ ହୋଇଥିଲେ ମୁଁ ତୁମ୍ଭକୁ ଏହା କହି ନ ଥା’ନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ସେଠାକୁ ଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
Odia IRV 2017 (ଓଡିଆ ବାଇବେଲ)
ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಾಜ್ಯಾ ಬಾಬಾಚ್ಯಾ ಘರಾತ್ ಲೈ ಖೊಲಿಯಾ ಹಾತ್, ಅನಿ ಮಿಯಾ ತುಮ್ಚ್ಯಾಸಾಟ್ನಿ ಜಾಗೊ ತಯಾರ್ ಕರುಕ್ ಮನುನ್ ಜಾವ್ಕ್ ಲಾಗ್ಲಾ, ನಾಹೊಲ್ಯಾರ್ ಹೆ ಸಗ್ಳೆ ಮಿಯಾ ಸಾಂಗಿನಸಿ ಹೊತ್ತೊ.