John 14:20 — Compare Translations
7 translations compared side by side
Odia - 1840
"ତୁମ୍ଭେ ସଦେିନ ଜାଣିବ ଯେ, ମୁଁ ପରମପିତାଙ୍କଠା ରେ ରହିଛି। ତୁମ୍ବେ ଜାଣିବ ଯେ, ତୁମ୍ଭେ ମାେ'ଠା ରେ ଓ ମୁଁ ତୁମ୍ଭଠା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ମୋହର ପିତାଙ୍କଠାରେ ପୁଣି ତୁମ୍ଭେମାନେ ଯେ ମୋʼଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେଦିନ ତୁମ୍ଭେମାନେ ଜାଣିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିଦିନ ଆସିଲେ, ତୁମ୍ଭେମାନେ ଜାଣିବ; ମୁଁ ପିତାଙ୍କଠାରେ, ତୁମ୍ଭେମାନେ ମୋ’ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ବିଦ୍ୟମାନ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେଦିନ ଜାଣିବ ଯେ, ମୁଁ ପରମପିତାଙ୍କଠାରେ ରହିଛି। ତୁମ୍ଭେ ଜାଣିବ ଯେ, ତୁମ୍ଭେ ମୋ’ଠାରେ ଓ ମୁଁ ତୁମ୍ଭଠାରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋʼ ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋ'ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ದಿಸ್ ಯೆಲ್ಲ್ಯಾ ತನ್ನಾ ಕಶೆ ಅತ್ತಾ ಮಿಯಾ ಬಾಬಾಚ್ಯಾ ಭುತ್ತುರ್ ಹಾಂವ್ ಅನಿ ತುಮಿ ಮಾಜ್ಯಾ ಭುತ್ತುರ್ ಹಾಶಿ, ಮನುನ್ ತುಮ್ಕಾ ಕಳ್ತಾ.