John 14:22 — Compare Translations

7 translations compared side by side

Odia - 1840
"ତା'ପରେ ୟିହୂଦା (ଈଷ୍କରିଯୋଥ ନୁହଁନ୍ତି) ତାହାଙ୍କୁ ପଚାରିଲେ, କିନ୍ତୁ ପ୍ରଭୁ ଆପଣ କାହିଁକି ଆମଠା ରେ ନିଜକୁ ଦଖାଇବୋ ପାଇଁ ଯୋଜନା କରୁଛନ୍ତି, ସାରା ଜଗତକୁ କାହିଁକି ଦଖାେଉ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯିହୁଦା (ଇଷ୍କରିୟୋଥ ଯିହୁଦା ନୁହେଁ) ପଚାରିଲା- “ଏହା କିପରି ହେବ? ନିଜକୁ ଜଗତ ନିକଟରେ ପ୍ରକାଶ ନ କରି ଆମ ନିକଟରେ କିପରି ପ୍ରକାଶ କରିବେ?”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୂଦା (ଇଷ୍କାରିୟୋତ ନୁହନ୍ତି) ତାହାଙ୍କୁ ପଗ୍ଭରିଲେ, “କିନ୍ତୁ ପ୍ରଭୁ ଆପଣ କାହିଁକି ଆମଠାରେ ନିଜକୁ ଦେଖାଇବା ପାଇଁ ଯୋଜନା କରୁଛନ୍ତି, ସାରା ଜଗତକୁ କାହିଁକି ଦେଖାଉ ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କ'ଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುದಾಸಾನ್, ಜುದಾಸ್ ಇಸ್ಕರಿಯೊತ್ ನ್ಹಯ್, “ಧನಿಯಾ ತಿಯಾ ಅಮ್ಕಾ ಎವ್ಡೆಚ್ ತುಕಾ ದಾಕ್ವುನ್ ದಿ ಅನಿ ಜಗಾಕ್ ದಾಕ್ವುನ್ ದಿನೆಯ್ ಕಶ್ಯಾಕ್?” ಮನುನ್ ಇಚಾರ್‍ಲ್ಯಾನ್.