John 14:23 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ଯଦି କହେି ମାେତେ ପ୍ ରମେ କରେ ତବେେ ସେ ମାହେର ଉପଦେଶ ପାଳନ କରିବ। ମାରେ ପରମପିତା ତାକୁ ପ୍ ରମେ କରିବେ। ମାରେ ପରମପିତା ଓ ମୁଁ ସହେି ଲୋକ ପାଖକୁ ଆସିବୁ ଓ ତା' ସହିତ ରହିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ଯେ ମୋତେ ପ୍ରେମ କରେ, ସେ ମୋ’ ବାକ୍ୟ ପାଳନ କରିବ। ତା’ହେଲେ ମୋ’ ପିତା ତାକୁ ପ୍ରେମ କରିବେ ଏବଂ ମୋ’ ପିତା ଓ ମୁଁ ଆସି ତା’ ଅନ୍ତରରେ ବାସ କରିବୁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ ତେବେ ସେ ମୋହର ଉପଦେଶ ପାଳନ କରିବ। ମୋର ପରମପିତା ତାକୁ ପ୍ରେମ କରିବେ। ମୋର ପରମପିତା ଓ ମୁଁ ସେହି ଲୋକ ପାଖକୁ ଆସିବୁ ଓ ତା’ ସହିତ ରହିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಕಾ, “ಜೆ ಕೊನ್ ಮಾಜೊ ಪ್ರೆಮ್ ಕರ್‍ತಾ ತೊ ಮಿಯಾ ಕಾಯ್ ಶಿಕ್ವುತಾ ತೆ ಮಾನುನ್ ಘೆತಾ. ಮಾಜೊ ಬಾಬಾ ತೆಂಚೊ ಪ್ರೆಮ್ ಕರ್‍ತಾ ಅನಿ ಮಿಯಾ ಅನಿ ಮಾಜೊ ಬಾಬಾ ದೊಗೆಬಿ ತೆಂಚ್ಯಾಕ್ಡೆ ಯೆತಾಂವ್ ಅನಿ ತೆಂಚ್ಯಾ ಮದ್ದಿ ರ್‍ಹಾತಾಂವ್.