John 14:24 — Compare Translations
7 translations compared side by side
Odia - 1840
"କିନ୍ତୁ ଯେଉଁ ଲୋକ ମାେତେ ପ୍ ରମେ କରେ ନାହିଁ, ସେ ମାରେ ଉପଦେଶ ମାନେ ନାହିଁ। ମାଠାରୁେ ଯେଉଁ ଉପଦେଶ ତୁମ୍ଭେ ଶୁଣୁଛ, ତାହା ପ୍ରକୃତ ରେ ମାରେ ନୁହେଁ। ଏହା ମାେତେ ପଠାଇ ଥିବା ପରମପିତାଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ମୋତେ ପ୍ରେମ କରେ ନାହିଁ, ସେ ମୋ’ ବାକ୍ୟ ପାଳନ କରେ ନାହିଁ। ମୁଁ ଦେଇଥିବା ଶିକ୍ଷା ମୋର ନୁହେଁ, ତାହା ମୋର ପ୍ରେରଣକର୍ତ୍ତା ପିତା ଈଶ୍ୱରଙ୍କର।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ଲୋକ ମୋତେ ପ୍ରେମ କରେ ନାହିଁ, ସେ ମୋର ଉପଦେଶ ମାନେ ନାହିଁ। ମୋ’ଠାରୁ ଯେଉଁ ଉପଦେଶ ତୁମ୍ଭେ ଶୁଣୁଛ, ତାହା ପ୍ରକୃତରେ ମୋର ନୁହେଁ। ଏହା ମୋତେ ପଠାଇ ଥିବା ପରମପିତାଙ୍କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।
Odia IRV 2017 (ଓଡିଆ ବାଇବେଲ)
ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಮಿಯಾ ಶಿಕ್ವಲ್ಲೆ ಶಿಕಾಪ್ ಮಾನುನ್ ಘೆಯ್ನ್ಯಾತ್, ತೆನಿ ಮಾಜೊ ಪ್ರೆಮ್ ಕರಿನ್ಯಾತ್, ತುಮಿ ಆಯ್ಕುಲ್ಯಾಶಿ ಹಿ ಶಿಕಾಪಾ ಮಾಜಿ ಸ್ವತಾಚಿ ನ್ಹಯ್, ಮಾಕಾ ಧಾಡುನ್ ದಿಲ್ಲ್ಯಾ ಬಾಬಾಚಿ”.