John 14:25 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭ ସହିତ ଥିବା ସମୟରେ ଏହି ସବୁ କଥା ତୁମ୍ଭମାନଙ୍କୁ କହିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହିସମସ୍ତ କଥା କହିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ତୁମ୍ଭମାନଙ୍କ ପାଖରେ ଥାଉଁ ଥାଉଁ ଏହି ସବୁ କଥା ଜଣାଇଦେଲି।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭ ସହିତ ଥିବା ସମୟରେ ଏହିସବୁ କଥା ତୁମ୍ଭମାନଙ୍କୁ କହିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವಾಂಗ್ಡಾ ರ್ಹಾತಾನಾಚ್ ತುಮ್ಕಾ ಮಿಯಾ ಹೆ ಸಗ್ಳೆ ಸಾಂಗುಕ್ ಲಾಗ್ಲಾ,