John 14:26 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭକୁ ସାହାର୍ୟ୍ଯକାରୀ ସବୁ ଶିକ୍ଷା ଦବେେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାୟ୍ଯ ମଧ୍ଯ କରିବେ। ଏହି ସାହାୟ୍ଯକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମାେ ନାମ ରେ ପଠାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ସହାୟକ ପବିତ୍ରଆତ୍ମାଙ୍କୁ ଈଶ୍ୱର ମୋ’ ସ୍ଥାନରେ ପଠାଇବେ, ସେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ମୁଁ କହିଥିବା ସମସ୍ତ ବିଷୟକୁ ସ୍ମରଣ କରାଇଦେବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭକୁ ସାହାଯ୍ୟକାରୀ ସବୁ ଶିକ୍ଷା ଦେବେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାଯ୍ୟ ମଧ୍ୟ କରିବେ। ଏହି ସାହାଯ୍ୟକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମୋ’ ନାମରେ ପଠାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ನಾವಾನ್ ಬಾಬಾನ್ ಧಾಡುನ್ ದಿಲ್ಲೊ ಮಜತ್ ಕರ್ತಲೊ ಪವಿತ್ರ್ ಆತ್ಮೊ ಮಿಯಾ ತುಮ್ಕಾ ಸಾಂಗಲ್ಲೆ ಸಗ್ಳೆ ಯಾದ್ ಕರುನ್ ದಿತಾ ಅನಿ ತುಮ್ಕಾ ಸಗ್ಳೆ ಶಿಕ್ವುತಾ.