John 14:27 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ଶାନ୍ତି ଦଇେ ଯାଉଛି। ଏହି ଶାନ୍ତି ମାେ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନ ରେ ଦୁଃଖ କର ନାହିଁ। ଭୟ ମଧ୍ଯ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ । ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ୍ଭମାନଙ୍କ ନିକଟରେ ମୁଁ ଗୋଟିଏ ବିଷୟ ଛାଡ଼ି ଯାଉଛି। - ତାହା ହେଉଛି, ଶାନ୍ତି। ମୋ’ ନିଜର ଶାନ୍ତି ମୁଁ ତୁମ୍ଭମାନଙ୍କୁ ଦାନ କରି ଯାଉଛି। ଜଗତ ଦାନ କରୁଥିବା ଶାନ୍ତି ପରି ଏହା ନୁହେଁ। ଚିନ୍ତିତ ବା ବିଚଳିତ ହୁଅ ନାହିଁ। ଭୟବିହ୍ୱଳ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ଶାନ୍ତି ଦେଇ ଯାଉଛି। ଏହି ଶାନ୍ତି ମୋ’ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା’ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନରେ ଦୁଃଖ କର ନାହିଁ। ଭୟ ମଧ୍ୟ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ । ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾಂತಿ ತುಮ್ಚ್ಯಾ ಮದ್ದಿ ಮಿಯಾ ಸೊಡುನ್ ಜಾತಾ, ಹಿ ಮಾಜಿ ಸ್ವತಾಚಿ ಶಾಂತಿ ಮಿಯಾ ತುಮ್ಕಾ ದಿತಾ. ಹ್ಯಾ ಜಗಾನ್ ದಿಲ್ಲ್ಯಾ ಸರ್ಕೆ ಮಿಯಾ ತಿ ತುಮ್ಕಾ ದಿ ನಾ. ಚಿಂತಾ ಕರುನಕಾಶಿ ಅನಿ ತುಮ್ಚಿ ಮನಾ ತಳ್ಮಳಿ ನಸ್ತಾನಾ ರ್ಹಾಂವ್ದಿ ಅನಿ ಭಿಂವ್ನಕಾಶಿ.