John 14:28 — Compare Translations
7 translations compared side by side
Odia - 1840
"ତୁମ୍ଭେ ମାରେ କଥା ଶୁଣିଛ ଯେ 'ମୁଁ ଯାଉଛି, କିନ୍ତୁ ମୁଁ ପୁଣି ତୁମ୍ଭ ପାଖକୁ ଫରେିବି।' ଯଦି ତୁମ୍ଭେ ମାେତେ ପ୍ରକୃତ ରେ ପ୍ ରମେ କରୁଥାଅ, ତବେେ ମାେ ପାଇଁ ତୁମ୍ଭେ ଖୁସି ହବେ, କାରଣ ବର୍ତ୍ତମାନ ମୁଁ ପରମପିତାଙ୍କ ନିକଟକୁ ଯାଉଛି। ପରମପିତା ମାଠାରୁେ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ । ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ଯାହା କହିଥିଲି, ଶୁଣିଛ, ‘ମୁଁ ଯାଉଛି, କିନ୍ତୁ ପୁଣି ଫେରି ଆସିବି’। ମୋତେ ଯଦି ପ୍ରେମ କରୁଥାଅ, ମୁଁ ପିତାଙ୍କ ନିକଟକୁ ଯାଉଛି ଶୁଣି ଖୁସି ହେବ; କାରଣ ମୋ’ ପିତା ମୋ’ଠାରୁ ମହାନ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର କଥା ଶୁଣିଛ ଯେ ‘ମୁଁ ଯାଉଛି, କିନ୍ତୁ ମୁଁ ପୁଣି ତୁମ୍ଭ ପାଖକୁ ଫେରିବି।’ ଯଦି ତୁମ୍ଭେ ମୋତେ ପ୍ରକୃତରେ ପ୍ରେମ କରୁଥାଅ, ତେବେ ମୋ’ ପାଇଁ ତୁମ୍ଭେ ଖୁସୀ ହେବ, କାରଣ ବର୍ତ୍ତମାନ ମୁଁ ପରମପିତାଙ୍କ ନିକଟକୁ ଯାଉଛି। ପରମପିତା ମୋ’ଠାରୁ ମହାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି, ଆସୁଅଛି, ମୋହର ଏହି କଥା ତ ଶୁଣିଅଛ । ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋ'ଠାରୁ ମହାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸೊಡುನ್ ಜಾತಾ ಮನುನ್ ಸಾಂಗಲ್ಲೆ ತುಮಿ ಆಯಿಕ್ಲ್ಯಾಶಿ, ಖರೆ ಮಿಯಾ ಅನಿ ಪರ್ತುನ್ ಯೆತಾ. ತುಮಿ ಮಾಜೆ ಪ್ರೆಮ್ ಕರ್ತ್ಯಾಶಿ ಹೊಲ್ಯಾರ್ ಮಿಯಾ ಮಾಜ್ಯಾ ಬಾಬಾಕ್ಡೆ ಜಾವ್ಕ್ ಲಾಗ್ಲಾ ಮನ್ತಾನಾ ತುಮ್ಕಾ ಕುಶಿ ಹೊವ್ಕ್ ಪಾಜೆ, ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಮಾಜ್ಯಾನ್ಕಿ ಮೊಟೊ.