John 14:29 — Compare Translations

7 translations compared side by side

Odia - 1840
"ଏ ସମସ୍ତ ଘଟଣା ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ସବୁ ବିଷୟଗୁଡିକ ବର୍ତ୍ତମାନ ଜଣାଇଦଲେି, ଯେପରି ଏସବୁ ଘଟିଲା ବେଳେ ତୁମ୍ଭେ ବିଶ୍ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ଵାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାହା ସବୁ ଘଟିବାର ଅଛି, ତାହା ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଜଣାଇଦେଲି। ସେସବୁ ଘଟିଲେ, ତୁମ୍ଭେମାନେ ମୋତେ ବିଶ୍ୱାସ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଏ ସମସ୍ତ ଘଟଣା ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ସବୁ ବିଷୟଗୁଡ଼ିକ ବର୍ତ୍ତମାନ ଜଣାଇଦେଲି, ଯେପରି ଏସବୁ ଘଟିଲା ବେଳେ ତୁମ୍ଭେ ବିଶ୍ୱାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಹೆ ಸಗ್ಳೆ ಘಡುನ್ ಹೊಲ್ಲ್ಯಾ ತನ್ನಾ ತುಮಿ ವಿಶ್ವಾಸ್ ಕರುಚೆ ಮನುನ್ ಹೆ ಸಗ್ಳೆ ಘಡುಚ್ಯಾ ಅದ್ದಿಚ್ ಮಿಯಾ ತುಮ್ಕಾ ಸಾಂಗಟ್ಲೊ,