John 14:3 — Compare Translations
7 translations compared side by side
Odia - 1840
"ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫରେି ଆସିବି। ତା'ପରେ ତୁମ୍ଭକୁ ମାେ ସହିତ ନଇୟିବେି। ମୁଁ ଯେଉଁଠା ରେ ରହିବି ତୁମେମାନେ ମଧ୍ଯ ସଠାେରେ ମାେ ସହିତ ରହିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯାଇ ତୁମ ପାଇଁ ସ୍ଥାନ ପ୍ରସ୍ତୁତ କରିବା ପରେ, ଫେରିଆସି ତୁମ୍ଭମାନଙ୍କୁ ମୋ’ ନିକଟକୁ ନେଇଯିବି। ତା’ହେଲେ ମୋର ରହିବା ସ୍ଥାନରେ ତୁମ୍ଭେମାନେ ମଧ୍ୟ ରହିବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା’ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಜಾವ್ನ್ ಜಾಗೊ ತಯಾರ್ ಕರುನ್ ಹೊಲ್ಲ್ಯಾ ಮಾನಾ, ಮಿಯಾ ಪರ್ತುನ್ ಯೆತಾ ಅನಿ ತುಮ್ಕಾ ಮಾಜ್ಯಾ ವಾಂಗ್ಡಾ ಘೆವ್ನ್ ಜಾತಾ. ಅಶೆ ಮಿಯಾ ಖೈ ರ್ಹಾತಾ ಥೈಚ್ ತುಮಿಬಿ ರ್ಹಾತ್ಯಾಶಿ.