John 14:30 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହବେି ନାହିଁ। ଏ ଜଗତର ଶାସକ ଆସୁଛି। ମାେ ଉପରେ ତାର କୌଣସି କ୍ଷମତା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼଠାରେ ତାହାର କିଛି ହିଁ ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ ସମୟ କଥାବାର୍ତ୍ତା କରିପାରିବି ନାହିଁ, କାରଣ ଏହି ଜଗତର ଅଧିପତି ଆସୁଛି। ଅବଶ୍ୟ ମୋ’ ଉପରେ ତା’ର କୌଣସି କର୍ତ୍ତୃତ୍ୱ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହେବି ନାହିଁ। ଏ ଜଗତର ଶାସକ ଆସୁଛି। ମୋ’ ଉପରେ ତା’ର କୌଣସି କ୍ଷମତା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼ ଠାରେ ତାହାର କିଛି ହିଁ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋ'ଠାରେ ତାହାର କିଛି ହିଁ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಎಳ್ ಮಿಯಾ ತುಮ್ಚ್ಯಾಕ್ಡೆ ಬೊಲಿನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಹ್ಯಾ ಜಗಾಚೊ ಅದಿಕಾರಿ ಯೆವ್‍ಲಾಲಾ, ಮಾಜೆ ವರ್ತಿ ತೆಕಾ ಕಸ್ಲೊಬಿ ಅದಿಕಾರ್ ನಾ.