John 14:31 — Compare Translations
7 translations compared side by side
Odia - 1840
"କିନ୍ତୁ ଏହି ଜଗତ ଜାଣିବା ଉଚିତ ଯେ, ମୁଁ ପରମପିତାଙ୍କୁ ପ୍ ରମେ କରେ। ତେଣୁ ପରମପିତା ମାେତେ ଯେପରି କହିଛନ୍ତି, ମୁଁ ଠିକ୍ ସପରେି କରିବି। ଚାଲ ୟିବା । ଆମ୍ଭେ ଏ ସ୍ଥାନ ତ୍ଯାଗ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି । ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପିତା ମୋତେ ଯେପରି ଆଜ୍ଞା ଦେଇଛନ୍ତି, ସେହି ଅନୁସାରେ ମୁଁ କାର୍ଯ୍ୟ କରିବି। ତାହାହେଲେ, ମୁଁ ମୋ’ ପିତାଙ୍କୁ ପ୍ରେମ କରେ ବୋଲି ଜଗତ ଜାଣିବ। ଆସ, ଆମେ ଏଠାରୁ ଯିବା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହି ଜଗତ ଜାଣିବା ଉଚିତ୍ ଯେ, ମୁଁ ପରମପିତାଙ୍କୁ ପ୍ରେମ କରେ। ତେଣୁ ପରମପିତା ମୋତେ ଯେପରି କହିଛନ୍ତି, ମୁଁ ଠିକ୍ ସେହିପରି କରିବି। ଗ୍ଭଲ ଯିବା। “ଆମ୍ଭେ ଏ ସ୍ଥାନ ତ୍ୟାଗ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥି ନିମନ୍ତେ ଏପରି ଘଟୁଅଛି । ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಬಾಬಾಚೊ ಕವ್ಡೊ ಪ್ರೆಮ್ ಕರ್ತಾ ಖರೆ ಹ್ಯಾ ಜಗಾಕ್ ಕಳುಕ್ ಪಾಜೆ; ತೆಚೆಸಾಟ್ನಿ ಮಿಯಾ ತೆನಿ ಮಾಕಾ ಕಾಯ್ ಸಾಂಗ್ಲ್ಯಾನಾಯ್ ತೆ ಸಗ್ಳೆ ಕರುಲಾಲಾ. ಚಲಾ ಅಮಿ ಹಿತ್ನಾ ಜಾಂವ್ವಾ.