John 14:5 — Compare Translations

7 translations compared side by side

Odia - 1840
"ଥୋମା କହିଲେ, ପ୍ରଭୁ, ଆପଣ କେଉଁଆଡେ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସଠାେକୁ ୟିବାର ପଥ ଆମ୍ଭେ ଜାଣିବୁ କିପରି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଥୋମା ତାହାଙ୍କୁ ପଚାରିଲେ, ପ୍ରଭୋ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଥୋମା କହିଲେ, “ପ୍ରଭୁ, ଆପଣ କେଉଁଠାକୁ ଯାଉଛନ୍ତି, ଆମେ ଜାଣି ନାହୁଁ; ସେଠାକୁ ଯିବାର ବାଟ କିପରି ଜାଣିବୁ?”
Odia Bible ERV 2004 (ପବିତ୍ର ବାଇବଲ)
ଥୋମା କହିଲେ, “ପ୍ରଭୁ, ଆପଣ କେଉଁଆଡ଼େ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସେଠାକୁ ଯିବାର ପଥ ଆମ୍ଭେ ଜାଣିବୁ କିପରି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?
Odia IRV 2017 (ଓଡିଆ ବାଇବେଲ)
ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಥೊಮಸಾನ್ ತೆಕಾ “ಧನಿಯಾ ತಿಯಾ ಖೈ ಜಾವ್ಲೆ ಮನುನ್ ಅಮ್ಕಾ ಗೊತ್ತ್ ನಾ? ತಸೆ ಹೊಲ್ಯಾರ್ ಅಮ್ಕಾ ಥೈ ಜಾತಲಿ ವಾಟ್ ಕಶಿ ಕಳ್ನಾರ್?” ಮಟ್ಲ್ಯಾನ್.