John 14:6 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ସତ୍ୟ ଓ ଜୀବନ। ମୋ’ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇପାରିବି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಕಾ “ಮಿಯಾಚ್ ವಾಟ್, ಖರೆ, ಅನಿ ಜಿವ್, ಮಾಜೆಕ್ನಾ ಹೊವ್ನ್ ಗೆಲ್ಯಾ ಶಿವಾಯ್ ಕೊನಾಕ್ಬಿ ಬಾಬಾಕ್ಡೆ ಯೆವ್ಕ್ ಹೊಯ್ನಾ.