John 14:7 — Compare Translations
7 translations compared side by side
Odia - 1840
"ତୁମ୍ଭେ ଯଦି ମାେତେ ପ୍ରକୃତ ରେ ଜାଣିଥାନ୍ତ, ତବେେ ପରମପିତାଙ୍କୁ ମଧ୍ଯ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋତେ ଜାଣିଲେ, ମୋ’ ପିତାଙ୍କୁ ମଧ୍ୟ ଜାଣିବ। ଏହି ସମୟରୁ ତୁମ୍ଭେମାନେ ତାଙ୍କୁ ଜାଣିପାରିଛ ଓ ଦେଖିପାରିଛ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ମୋତେ ପ୍ରକୃତରେ ଜାଣିଥା’ନ୍ତ, ତେବେ ପରମପିତାଙ୍କୁ ମଧ୍ୟ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।”
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಎಳಾರ್ ತುಮಿ ಮಾಕಾ ವಳಕ್ತ್ಯಾಶಿ, ಅನಿ ಅತ್ತಾಚ್ಯಾನ್ ತುಮಿ ತೆಕಾಬಿ ಬರೆ ಕರುನ್ ವಳಕ್ತ್ಯಾಶಿ ಅನಿ ಬಗಟ್ಲ್ಯಾಶಿ” ಮಟ್ಲ್ಯಾನ್.