John 15:1 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମାରେ ପରମପିତା କୃଷକ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି ମୋହର ପିତା କୃଷକ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ପ୍ରକୃତ ଦ୍ରାକ୍ଷାଲତା ଓ ମୋର ପିତା କୃଷକ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଦ୍ରାକ୍ଷାଲତା ସଦୃଶ ଯୀଶୁ କହିଲେ, “ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମୋର ପରମପିତା କୃଷକ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ಖರಿ ದ್ರಾಕ್ಷಿಚಿ ಯೆಲ್, ಮಾಜೊ ಬಾಬಾ ದ್ರಾಕ್ಷಿಚ್ಯಾ ಮ್ಹಳ್ಯಾಚೊ ಮಾಲಿಕ್.