John 15:11 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ଏସବୁ କଥା କହିଛି, ତା ହେଲେ ମୁଁ ଯେପରି ଆନନ୍ଦ ରେ ଅଛି, ତୁମ୍ଭେ ମଧ୍ଯ ମାେପରି ଆନନ୍ଦ ପାଇବ। ମୁଁ ଚା ହେଁ, ତୁମ୍ଭର ଆନନ୍ଦ ସଂମ୍ପୂର୍ଣ୍ଣ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ତୁମ୍ଭମାନଙ୍କୁ ଏହି ଶିକ୍ଷା ଦେଉଛି, ତୁମେ ଯେପରି ମୋର ଆନନ୍ଦ ଲାଭ କରି ଆନନ୍ଦର ପରିପୂର୍ଣ୍ଣତା ଅନୁଭବ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଏସବୁ କଥା କହିଛି, ତା’ହେଲେ ମୁଁ ଯେପରି ଆନନ୍ଦରେ ଅଛି, ତୁମ୍ଭେ ମଧ୍ୟ ମୋ’ ପରି ଆନନ୍ଦ ପାଇବ। ମୁଁ ଗ୍ଭହେଁ, ତୁମ୍ଭର ଆନନ୍ଦ ସମ୍ପୂର୍ଣ୍ଣ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।
Odia IRV 2017 (ଓଡିଆ ବାଇବେଲ)
ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥି ନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಾಜೊ ಕುಶಿ ತುಮ್ಚ್ಯಾ ಮದ್ದಿ ರ್ಹಾವ್ನ್ ತುಮ್ಚೊ ಖುಶಿ ಪುರಾ ಹೊಂವ್ದಿ ಮನುನ್ ಮಿಯಾ ತುಮ್ಕಾ ಸಾಂಗುಕ್ ಲಾಗ್ಲಾ.