John 15:16 — Compare Translations
7 translations compared side by side
Odia - 1840
"ତୁମ୍ଭେ ମାେତେ ମନୋନୀତ କରିନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ୟ୍ଯ ଦଇେଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଚା ହେଁ, ତୁମ୍ଭ ଜୀବନ ରେ ଏହି ଫଳ ଲାଗିରହୁ। ସେଥି ରେ ମାେ ନାମ ନଇେ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ମୋତେ ମନୋନୀତ କରି ନାହଁ, ମୁଁ ତୁମକୁ ମନୋନୀତ କରିଛି। ତୁମେ ଯେପରି ପ୍ରଚୁର ଫଳ ଧାରଣ କର ଓ ତାହା ସ୍ଥାୟୀ ହୁଏ, ସେଥିପାଇଁ ତୁମ୍ଭମାନଙ୍କୁ ମୁଁ ନିଯୁକ୍ତ କରିଛି। ତେଣୁ ମୋ’ ନାମରେ ଯାହା ମାଗିବ, ମୋ’ ପିତା ତାହା ତୁମ୍ଭମାନଙ୍କୁ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭକୁ ମନୋନୀତ କରିଛି। ମୁଁ ତୁମ୍ଭକୁ ଏହି କାର୍ଯ୍ୟ ଦେଇଛି, ଯେପରି ତୁମ୍ଭେ ଯାଇ ଫଳ ଫଳିବ। ମୁଁ ଗ୍ଭହେଁ, ତୁମ୍ଭ ଜୀବନରେ ଏହି ଫଳ ଲାଗିରହୁ। ସେଥିରେ ମୋ’ ନାମ ନେଇ ଯାହା ମାଗିବ, ପରମପିତା ତୁମ୍ଭକୁ ତାହା ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಮಾಕಾ ಎಚುನ್ ಕಾಡುಕ್ನ್ಯಾಶಿ, ಮಿಯಾ ತುಮ್ಕಾ ಎಚುನ್ ಕಾಡ್ಲಾ ಅನಿ ಜಾಸ್ತಿಚಿ ಫಳಾ ದಿವ್ ಸಾಟ್ನಿ ಮನುನ್ ನೆಮ್ಲಾ, ಹುರ್ತಲಿ ಫಳಾ ದಿವ್ಸಾಟ್ನಿ ನೆಮ್ಲಾ. ಅಶೆಚ್ ಮಾಜ್ಯಾ ನಾವಾನ್ ಬಾಬಾಕ್ಡೆನ್ ತುಮಿ ಮಾಗ್ತ್ಯಾಶಿ ತೆ ಸಗ್ಳೆ ತೊ ತುಮ್ಕಾ ದಿತಾ.