John 15:17 — Compare Translations
7 translations compared side by side
Odia - 1840
"ଏହା ମାରେ ଆଦେଶ, ତୁମ୍ଭମାନେେ ପରସ୍ପରକୁ ପ୍ ରମେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ ଆଜ୍ଞା ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମ୍ଭମାନଙ୍କ ପ୍ରତି ମୋର ବିଶେଷ ଆଦେଶ- ପରସ୍ପରକୁ ପ୍ରେମ କର।
Odia Bible ERV 2004 (ପବିତ୍ର ବାଇବଲ)
ଏହା ମୋର ଆଦେଶ, ତୁମ୍ଭେମାନେ ପରସ୍ପରକୁ ପ୍ରେମ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸಾಂಗ್ತಲಿ ಹುಕುಮ್ ಹಿ ತುಮಿ ಎಕಾಮೆಕಾಚೊ ಪ್ರೆಮ್ ಕರಾ”.