John 15:18 — Compare Translations

7 translations compared side by side

Odia - 1840
"ଯଦି ତୁମ୍ଭକୁ ଜଗତ ଘୃଣା କରେ, ତବେେ ମନରେଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମାେତେ ଘୃଣା କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ମନେରଖ; ସେ ମୋତେ ପ୍ରଥମେ ଘୃଣା କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଶିଷ୍ୟମାନଙ୍କୁ ସତର୍କ କରନ୍ତି “ଯଦି ତୁମ୍ଭକୁ ଜଗତ ଘୃଣା କରେ, ତେବେ ମନେରଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମୋତେ ଘୃଣା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।
Odia IRV 2017 (ଓଡିଆ ବାଇବେଲ)
ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಜಗಾನ್ ತುಮ್ಚೊ ದ್ವೆಸ್ ಕರ್ಲ್ಯಾರ್ ತೆನಿ ತುಮ್ಚ್ಯಾನ್ಕಿ ಅದ್ದಿ ತೆನಿ ಮಾಜೊ ದ್ವೆಸ್ ಕರ್‍ಲಾ ಮನುನ್ ಯಾದ್ ಕರಾ.