John 15:19 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଯଦି ଏ ଜଗତର ହାଇେଥାଆନ୍ତ, ତବେେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥାଆନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ସ୍ନେହ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ଯଦି ଜାଗତିକମନା ହୋଇଥା’ନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ନିଜର ଭାବି ପେୟମ କରିଥା’ନ୍ତା; କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରି ଜଗତଠାରୁ ଅଲଗା କରିଦେଇଛି। ସେଥିପାଇଁ ଜଗତ ତୁମକୁ ଘୃଣା କରେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ଏ ଜଗତର ହୋଇଥାଆନ୍ତ, ତେବେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥା’ନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥିନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥି ନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಜಗಾಕ್ ಸಮಂದ್ ಪಡಲ್ಲೆ ಮನುನ್ ರ್ಹಾಲ್ಯಾರ್ ತೊ ತುಮಿ ತೆಚೆಚ್ ಮನುನ್ ತುಮ್ಚೊ ಪ್ರೆಮ್ ಕರಿ ಹೊತ್ತೊ. ಖರೆ ಮಿಯಾ ತುಮ್ಕಾ ಹ್ಯಾ ಜಗಾತ್ನಾ ಎಚುನ್ ಕಾಡ್ಲಾ, ಅನಿ ತುಮಿ ಹ್ಯಾ ಜಗಾಕ್ ಸಮಂದ್ ಪಡಲ್ಲೆ ನ್ಹಯ್,ತೆಚೆಸಾಟ್ನಿ ಹ್ಯೊ ಜಗ್ ತುಮ್ಚೊ ದ್ವೆಸ್ ಕರ್ತಾ.