John 15:2 — Compare Translations

7 translations compared side by side

Odia - 1840
"ମାଠାେ ରେ ଥିବା ଯେଉଁ ଶାଖା ରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖା ରେ ଫଳ ଫଳି ଥାଏ, ସେ ସଗେୁଡିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଶାଖା ଫଳ ଧରେ ନାହିଁ, ତାକୁ ସେ କାଟି ପକାନ୍ତି ଏବଂ ଯେଉଁ ଶାଖାରେ ଫଳ ଧରେ, ଅଧିକ ଫଳବତୀ କରିବା ପାଇଁ ତାକୁ କାଟି ପରିଷ୍କାର କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ଠାରେ ଥିବା ଯେଉଁ ଶାଖାରେ ଫଳ ଫଳେ ନାହିଁ, ସେ ତାକୁ କାଟିଦିଅନ୍ତି। ଯେଉଁ ଶାଖାରେ ଫଳ ଫଳି ଥାଏ, ସେ ସେଗୁଡ଼ିକ ଆହୁରି ଅଧିକ ଫଳ ପ୍ରଦାନ କରିବା ପାଇଁ ଅଗ କଟାକଟି କରି ପରିଷ୍କାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಮಾಕಾ ಲಾಗುನ್ ಹೊತ್ತ್ಯಾ ಫಳಾ ದಿ ನಸಲ್ಲ್ಯಾ ಫಾಟೆ ತೊಡ್ತಾ ಅನಿ ಫಳ್ ದಿತಲ್ಯಾ ಫಾಟೆ ಅನಿ ಉಲ್ಲೆ ಫಳ್ ದಿವಸಾಟ್ನಿ ಮನುನ್ ಮಾಳ್ ಕರ್‍ತಾ.