John 15:21 — Compare Translations
7 translations compared side by side
Odia - 1840
"ଲୋକମାନେ ମାେ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ଯବହାର କରିବେ। କାରଣ ସମାନେେ ମାରେ ପ୍ ରରଣୋକର୍ତ୍ତାଙ୍କୁ ଜାଣନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହିସମସ୍ତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୋ’ ଯୋଗୁଁ ସେମାନେ ତୁମ୍ଭମାନଙ୍କ ପ୍ରତି ଏସବୁ କରିବେ, କାରଣ ମୋତେ କିଏ ପ୍ରେରଣ କରିଛନ୍ତି, ଏ କଥା ସେମାନେ ଜାଣନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋ’ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ୟବହାର କରିବେ। କାରଣ ସେମାନେ ମୋର ପ୍ରେରଣକର୍ତ୍ତାଙ୍କୁ ଜାଣନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಮಾಜೆ ಹೊಲ್ಲ್ಯಾಸಾಟಿ ತೆನಿ ತುಮ್ಕಾ ಹೆ ಸಗ್ಳೆ ಕರ್ತಾತ್, ತೆನಿ ಮಾಕಾ ಧಾಡುನ್ ದಿಲ್ಲ್ಯಾಕ್ ವಳ್ಕಿನ್ಯಾತ್.