John 15:22 — Compare Translations
7 translations compared side by side
Odia - 1840
"ମୁଁ ଯଦି ଆସି ନଥାନ୍ତି ଓ ଏଜଗତର ଲୋକମାନଙ୍କୁ କହିନଥାନ୍ତି, ତବେେ ସମାନେେ ପାପରେ ଦୋଷୀ ବୋଲି ବିବଚେିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସମାନଙ୍କେୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସମାନଙ୍କେ ପାଖ ରେ କୌଣସି ଆଳ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା-ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ମୁଁ ଆସି ଏସବୁ ବିଷୟ ସେମାନଙ୍କୁ ବୁଝାଇ ନ ଥାଆନ୍ତି, ତେବେ ସେମାନେ ଦେଷୀ ହୋଇ ନ ଥା’ନ୍ତେ; କିନ୍ତୁ ଏବେ ଏହି ପାପାଚରଣ ପାଇଁ ସେମାନେ କୌଣସି ଆଳ ଦେଖାଇ ପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯଦି ଆସି ନ ଥା’ନ୍ତି ଓ ଏଜଗତର ଲୋକମାନଙ୍କୁ କହି ନ ଥା’ନ୍ତି, ତେବେ ସେମାନେ ପାପରେ ଦୋଷୀ ବୋଲି ବିବେଚିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସେମାନଙ୍କୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସେମାନଙ୍କ ପାଖରେ କୌଣସି ଆଳ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହାହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରିପାରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା- ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରି ପାରନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಯೆವ್ನ್ ತೆಂಚೆಕ್ಡೆ ಬೊಲಲ್ಲೆ ನಸ್ಲ್ಯಾರ್, ತೆಂಕಾ ತೆಂಚ್ಯಾ ಪಾಪಾಚ್ಯಾ ವಿಶಯಾತ್ ಕಾಯ್ಬಿ ಅಸಂಯ್ ದಿಶಿನಶಿ ಹೊತ್ತೆ, ಖರೆ ಅತ್ತಾ ತೆಂಕಾ ತೆಂಚ್ಯಾ ಪಾಪಾತ್ನಾ ಚುಕುನ್ ಘೆವ್ಕ್ ರ್ಹಾವ್ಕ್ ಹೊಯ್ನಾ.