John 15:24 — Compare Translations

7 translations compared side by side

Odia - 1840
"ଯଦି ମୁଁ ସହେି କାର୍ୟ୍ଯ କରିନଥାନ୍ତି, ତବେେ ସମାନେେ ପାପଦ୍ବାରା ଦୋଷୀ ସାବ୍ଯସ୍ତ ହାଇନେଥାଆନ୍ତେ। କିନ୍ତୁ ସମାନେେ ମାରେ ସହେି ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ଦେଖିଛନ୍ତି। ତଥାପି ସମାନେେ ମାେତେ ଓ ପରମପିତାଙ୍କୁ ଘୃଣା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସେମାନଙ୍କ ମଧ୍ୟରେ କୌଣସି ଅଦ୍ଭୁତପୂର୍ବ କାର୍ଯ୍ୟ କରି ନ ଥିଲେ, ସେମାନେ ପାପୀ ବୋଲି ବିବେଚିତ ହୋଇ ନ ଥାଆନ୍ତେ। କିନ୍ତୁ ମୋର ସେ ସବୁ କାର୍ଯ୍ୟ ଦେଖି ମଧ୍ୟ ସେମାନେ ମୋତେ ଓ ମୋ’ ପିତାଙ୍କୁ ଘୃଣା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ ସେହି କାର୍ଯ୍ୟ କରି ନ ଥା’ନ୍ତି, ତେବେ ସେମାନେ ପାପଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇ ନ ଥାଆନ୍ତେ। କିନ୍ତୁ ସେମାନେ ମୋର ସେହି ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ଦେଖିଛନ୍ତି। ତଥାପି ସେମାନେ ମୋତେ ଓ ପରମପିତାଙ୍କୁ ଘୃଣା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತೆಂಚ್ಯಾ ಮದ್ದಿ ಯೆವ್ನ್ ಕೊನ್ಬಿ ಕರುನಸಲ್ಲಿ ಕಾಮಾ ಕರುನ್‍ ದಾಕ್ವಿನಸ್ಲ್ಯಾರ್ ತೆಂಕಾ ತೆಂಚ್ಯಾ ಪಾಪಾಚ್ಯಾ ವಿಶಯಾತ್ ತೆಂಕಾ ಅಸಂಯ್ ದಿಶಿನಶಿ ಹೊತ್ತೆ, ತೆನಿ ತೆ ಸಗ್ಳೆ ಬಗಟ್ಲ್ಯಾನಿ ತೆಚೆಸಾಟ್ನಿ ತೆನಿ ಮಾಜೊ ಅನಿ ಮಾಜ್ಯಾ ಬಾಬಾಚೊ ದ್ವೆಸ್ ಕರ್‍ತ್ಯಾತ್.